Wednesday, June 26, 2019

ଵିଶ୍ଵକୁ ଆଲୋକିତ କରିଵାର ଦୁଇଟି ପନ୍ଥା

“There are two ways of spreading light: to be the candle, or the mirror that reflects it.”

Edith Wharton ଙ୍କ ଅନୁସାରେ ସମସ୍ତ ବିଶ୍ବକୁ ଆଲୋକରେ ଆଲୋକିତ କରିବାକୁ ଚାହୁଁଥିଲେ ତୁମ ପାଖରେ ଦୁଇଟି ରାସ୍ଥା ଅଛି ।

୧.ନିଜେ ମହମବତୀ ହୋଇଯାଅ


କିମ୍ବା


୨.ସେଇ ଦର୍ପଣ ହୁଅ ଯିଏ ମହମବତୀର ଆଲୋକକୁ ଅନ୍ୟତ୍ର ପ୍ରତିଫଳିତ କରିପାରେ ।



ଏଇକଥାକୁ ସିଧାସଳଖ କହିବାକୁ ହେଲେ
ଆମେ କହିପାରିବା ....


ତୁମେ ନିଜେ ଭଗବାନ ହୋଇଯାଅ


କିମ୍ବା 


ଭଗବାନଙ୍କ ଭକ୍ତ ହୋଇ ତାଙ୍କ ନାମ ସଂକୀର୍ତ୍ତନ କର ...

No comments:

Post a Comment

ଅପରିଚିତ ଆତ୍ମୀୟତା ଓ ହଜିଲା ସଂସ୍କୃତି

ଵୈଶାଖ ମାସର ଏକ ଗ୍ରୀଷ୍ମ କାଳୀନ ଅପରାହ୍ନ । ସେହି ଅଖ୍ୟାତ ପଲ୍ଲୀର ଉଚ୍ଚ ଵିଦ୍ୟାଳୟ ଛାଡ଼ିଵାକୁ କୋଡ଼ିଏ ବର୍ଷ ବିତିଗଲାଣି । ସମୟର ସ୍ରୋତରେ ସମସ୍ତେ ଆଜି ଭିନ୍ନ ଭିନ୍ନ...